ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ । ମାଲକାନଗିରି ସଦର ବ୍ଲକର କନିଷ୍ଠ ଯନ୍ତ୍ରୀ ନିହାର ରଞ୍ଜନ ସରକାରଙ୍କ ଘରେ ଭିଜିଲାନ୍ସ ଟିମ୍ ଚଢାଉ କରିଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ ଜୟନଗର ସ୍ଥିତ ବାସଭବନ ସମେତ ୪ଟି ସ୍ଥାନରେ ଚଢ଼ାଉ କରାଯାଇଛି ।
Read More >