କଟକ: ପବିତ୍ର ଶ୍ରାବଣ ମାସ ଅବସରରେ ଲକ୍ଷାଧିକ ଭକ୍ତଙ୍କ ସୁରକ୍ଷାକୁ ସୁନିଶ୍ଚିତ କରିଛି ଓଡ଼ିଶା ପୋଲିସ । ନଦୀରେ ବୁଡ଼ ପକାଇବାଠାରୁ ଆରମ୍ଭ କରି ଜଳାଭିଷେକ ପର୍ଯ୍ୟନ୍ତ ସୁରକ୍ଷା ଯୋଗାଇଛି ପୋଲିସ । ରାଜ୍ୟର ବିଭିନ୍ନ ଶୈବପୀଠରେ ଭକ୍ତମାନଙ୍କ ସୁରକ୍ଷିତ ଦର୍ଶନ, ସୁଗମ ଯାତାୟାତ ଓ ଶୃଙ୍ଖଳିତ ଭିଡ଼ ପରିଚାଳନା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା।
Read More >