ପାରାଦୀପ ବନ୍ଦରରେ ଏକ ଜାହାଜରୁ ଉଦ୍ଧାର ହେଲା ଗଳିତ ଶବ ।ସୂଚନା ଅନୁଯାୟୀ ଏମ୍ ଭି ଉଲୁସଏ -୧୧ ଜାହାଜର ଶିଡି ଘରେ ଆଜି ଦୁର୍ଗନ୍ଧ ହେବା ପରେ ଏକ ଯୁବକର ଶବ ଉଦ୍ଧାର କରାଯାଇଛି । Read More >
ଗୁରୁବାର ଓଡିଶା ଗସ୍ତରେ ଆସିଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ । ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରି ସେଠାରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ କରିଛନ୍ତି । ଜୟ ଜଗନ୍ନାଥ, ଜୟ ଶ୍ରୀରାମ କହି ଶାହ ଭାଷଣ ଆରମ୍ଭ କରିଥିଲେ। Read More >
କଂଗ୍ରେସରୁ ଇସ୍ତଫା ଦେବାପରେ ପୂର୍ବତନ ଅନ୍ତର୍ଜାତୀୟ ହକି ଖେଳାଳି ପ୍ରବୋଧ ତିର୍କୀ ବିଜେପିରେ ମିଶିଛନ୍ତି। ଟିକେଟ୍ କାଟିବା ପରେ ନିକଟରେ ଭାରତୀୟ ହକି ଟିମ୍ର ପୂର୍ବତନ ଅଧିନାୟକ ଶ୍ରୀ ତିର୍କୀ କଂଗ୍ରେସରୁ ଇସ୍ତଫା ଦେଇଥିଲେ। Read More >
ଶଙ୍ଖ ଛାଡି ପଦ୍ମ ପୋଖରୀରେ କାଶୀନଗର ଏନଏସି ଅଧ୍ୟକ୍ଷା ଏମ.ସୁଧାରାଣୀ । ୩ଥର ହେଲା ଲଗାତାର ଭାବେ ସେ ବିଜେଡିରୁ ଏନଏସି ଅଧ୍ୟକ୍ଷା ହୋଇଥିବା ବେଳେ ଏବଂ ବିଜେଡି ଛାଡି ବିଜେପିରେ ଯୋଗ ଦେଇଛନ୍ତି । Read More >
ସେମିକଣ୍ଡକ୍ଟର କ୍ଷେତ୍ରରେ ସ୍ୱତନ୍ତ୍ର ପାଠ୍ୟକ୍ରମ ଓ ସାର୍ଟିଫିକେଟ କାର୍ଯ୍ୟକ୍ରମ ପରିଚାଳନା ନିମନ୍ତେ ଗୁରୁବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଏବଂ ମହୀଶୂରରେ ସ୍ଥିତ କେନ୍ସ ସେମିକନ୍ ପ୍ରାଇଭେଟ ଲିମିଟେଡ (କେଟିଆଇଏଲ୍) ମଧ୍ୟରେ ଏକ ବୁଝାମଣା ଚୁକ୍ତି ସ୍ୱାକ୍ଷରିତ ହୋଇଯାଇଛି । Read More >
ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ କାରଣରୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ହିଟ୍ ଷ୍ଟ୍ରୋକ୍ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍ ଷ୍ଟ୍ରୋକ୍ ୟୁନିଟ୍ କାର୍ଯ୍ୟକାରୀ ହୋଇଛି। Read More >
ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ର ସ୍ଥାନୀୟ ଶୀତଳାପଲ୍ଲୀ କ୍ୟାମ୍ପସ୍ରେ ଆସନ୍ତା ଏପ୍ରିଲ୍ ୨୮ ତାରିଖ ଦିନ ମଧୁମେହ ରୋଗୀଙ୍କ ନିମନ୍ତେ ସମ୍ପୂର୍ଣ୍ଣ ମାଗଣାରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଆୟୋଜିତ ହେବ । ସକାଳ ୯ ଟାରୁ ଦିନ ୧ଟା ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା ଏହି ଶିବିରରେ ଡାକ୍ତର ଓ ସ୍ୱାସ୍ଥ୍ୟ ବିଶେଷଜ୍ଞମାନେ ରୋଗୀମାନଙ୍କୁ ଚିକିତ୍ସା କରିବେ ଓ ପରାମର୍ଶ ଦେବେ । Read More >
ଆସନ୍ତା ମେ ୧୦ ତାରିଖରେ ପବିତ୍ର ଅକ୍ଷୟ ତୃତୀୟା ପାଇଁ ଛତିଶା ନିଯୋଗ ବୈଠକରେ ଅକ୍ଷୟ ତୃତୀୟା ନୀତି ନିର୍ଘଣ୍ଟ ଉପରେ ମୋହର ଲାଗିଛି। Read More >
ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ । କୋରାପୁଟ ପାଡୁଅ ନିକଟରେ ଏକ ମାଲବାହିନୀ ଟ୍ରେନର ୬ ଟି ବଗି ଲାଇନଚ୍ୟୁତ ହୋଇଥିବା ଜଣାପଡିଛି । Read More >
କଲବଲ କରୁଛି ପ୍ରଚଣ୍ଡ ତାତି। ତତଲା କଡ଼େଇରେ ସିଝୁଛି ଓଡିଶା। ଅସ୍ତବ୍ୟସ୍ତ ହେଉଛନ୍ତି ରାଜ୍ୟବାସୀ। ଆଗକୁ ଆହୁରି ଉପରମୁହାଁ ହେବ ପାରଦ । Read More >
ଓଡିଶା ଗସ୍ତରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଝାରସୁଗୁଡ଼ା ବିମାନ ବନ୍ଦରରେ ସ୍ୱତନ୍ତ୍ର ବିମାନ ଯୋଗେ ପହଞ୍ଚିଲେ ଶାହ । ସେଠାରୁ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ସୋନପୁରରେ ପହଞ୍ଚିବେ। ସୋନପୁରରେ ଜନସଭା କରିବେ ଶାହ । ସୋନପୁରରେ ବିଶାଳ ସମାବେଶ ପାଇଁ ଜୋରସୋରରେ ଆୟୋଜନ ମଧ୍ୟ ହୋଇଛି । Read More >
ବରଗଡ଼ ସାଂସଦ ତଥା ବ୍ରଜରାଜନଗର ବିଜେପି ପ୍ରାର୍ଥୀ ସୁରେଶ ପୂଜାରୀଙ୍କ ଘର ପାଖରେ ପଡ଼ିଲା ଡ୍ରୋନ । Read More >
ବିଜେପିରେ ଯୋଗଦେଲେ ପ୍ରସିଦ୍ଧ ୟୁଟ୍ୟୁବର ମନୀଷ କାଶ୍ୟପ
ଜାହାଜରୁ ଯୁବକଙ୍କ ଗଳିତ ଶବ ଉଦ୍ଧାର
ଓଡ଼ିଶାରେ ପ୍ରଥମ ଥର ବିଜେପି ସରକାର ବନେଇବା : ଅମିତ ଶାହ
ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା