କଟକ: ରାଜ୍ୟ ପୋଲିସ ବାହିନୀରେ କନଷ୍ଟେବଳ ଠାରୁ ଇନ୍ସପେକ୍ଟର ପାହ୍ୟା ପର୍ଯ୍ୟନ୍ତ କର୍ମଚାରୀଙ୍କର ବୃତ୍ତିଗତ ସ୍ତରରେ ଦକ୍ଷତା ବୃଦ୍ଧି ଲାଗି କଟକସ୍ଥିତ ରିଜର୍ଭ ପୋଲିସ ଗ୍ରାଉଣ୍ଡ ପରିସରରେ ୭୧ତମ ବୃତ୍ତିଗତ ପ୍ରତିଯୋଗିତା ଉଦଘାଟିତ ହୋଇଯାଇଛି । ମଙ୍ଗଳବାର ଡିଜିପି ବିନୟତୋଷ ମିଶ୍ର ଏହାକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଛନ୍ତି ।
Read More >