ସାରା ରାଜ୍ୟର ଅସହ୍ୟ ଖରା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡ଼ିଥିବା ବେଳେ ରାଜଧାନୀରେ ଆଇନ୍ ଶୃଙ୍ଖଳା, ଅପରାଧ ନିୟନ୍ତ୍ରଣ ଓ ଟ୍ରାଫିକ୍ ବ୍ୟବସ୍ଥାରେ ନିୟୋଜିତ ଥିବା କମିଶନରେଟ ପୋଲିସର ଅଧିକାରୀ ଓ କର୍ମଚାରୀମାନଙ୍କୁ ଟିକେ ଆଶ୍ୱସ୍ତି ଦେବା ନିମନ୍ତେ ସହାୟତାର ହାତ ବଢ଼ାଇଛି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ।
Read More >