ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୭୧,୮୩୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୬୫,୮୫୦ ଟଙ୍କା ରହିଛି । ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୬,୬୫୮୫ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୫୨,୬୮୦ ଟଙ୍କା ରହିଛି କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଗ୍ରାମ ପିଛା ୬,୬୫୮୫ ଟଙ୍କା ହୋଇଥିବାବେଳେ ୮ ଗ୍ରାମ୍ ପିଛା ୫୨,୬୮୦ ଟଙ୍କା ରହିଛି । ଏହାଛଡା ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୮୭ ରହିଥିବା ବେଳେ ୮ ଗ୍ରାମ୍ ପିଛା ୬୯୬ ଗ୍ରାମ ୧୦୦ପିଛା ୮,୭୦୦ ଓ ୧ କେଜି ପିଛା ୮୭,୦୦୦ ଟଙ୍କା ରହିଛି ।
ଅଧିକା ପଢନ୍ତୁ: ପଥର ଅତଡ଼ା ଖସି ମାଲଗାଡ଼ି ଲାଇନଚ୍ୟୁତ