ପୁରୀରେ ବିଶାଳ ରୋଡ୍ ସୋ’ କରିବା ପରେ ଆଜି ଅନୁଗୁଳରେ ପହଞ୍ଚି ଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଅନୁଗୁଳରେ ଆୟୋଜିତ ବିରାଟ ଜନସଭାରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ମୋଦି । ପ୍ରଧାନମନ୍ତ୍ରୀ କହିଛନ୍ତି, ବିଜେଡି ଶାସନରେ ଜଗନ୍ନାଥ ସଂସ୍କୃତି ବି ସୁରକ୍ଷିତ ନୁହେଁ । ଗଲା ୬ ବର୍ଷ ହେଲାଣି ରତ୍ନଭଣ୍ଡାର ଚାବିର ପତ୍ତା ମିଳୁନି । ଓଡ଼ିଶା କଳାର ଧାମ, ପ୍ରତି ପରିବାରରେ କଳା ରହିଛି ।
Read More >