ଭୁବନେଶ୍ୱର: ଆସନ୍ତା ୨୨ରେ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ । ବିଭିନ୍ନ ସରକାରୀ ପ୍ରକଳ୍ପର ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗଦେବେ ମନ୍ତ୍ରୀ ଅମିତ ଶାହ । ସେ ୧୦ଟି ଅଗ୍ନିଶମ କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ୨୫ ଟି ରାପିଡ଼ ରେସପନ୍ସ ଭେଇକିଲର ଶୁଭାରମ୍ଭ କରିବେ । ଏହା ସହ ଦଳୀୟ ନେତାଙ୍କୁ ଭେଟି ଆଲୋଚନା କରିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି । ଓଡିଶାକୁ ବିକାଶ ଆଡକୁ ଅଗ୍ରସର କରିବା ପାଇଁ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ବିଭିନ୍ନ କାର୍ଯ୍ୟକ୍ରମର ଶିଳାନ୍ୟାସ କରିବେ ।
ଅଧିକ ପଢ଼ନ୍ତୁ: ବିରଳ ପ୍ରଜାତିର କୁମ୍ଭୀର ଛୁଆ ଉଦ୍ଧାର