ଓଡ଼ିଶାର ୧୫ତମ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ୫୫ ବର୍ଷରେ ପଦାର୍ପଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ,ଗୃହମନ୍ତ୍ରୀ ଅମିତ ଶାହ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏପରିକି ସମସ୍ତ ମନ୍ତ୍ରୀମଣ୍ଡଳରୁ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ସୁସ୍ଥ ଓ ଦୀର୍ଘାୟୁ କାମନା କରାଯାଇଛି। ଏହାସହିତ କୋଟି କୋଟି ଜନତା ଯେଉଁମାନେ ମୁଖ୍ୟମନ୍ତ୍ରୀଙ୍କୁ ଭଲ ପାଆନ୍ତି ସେମାନେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କରିଛନ୍ତି।
Read More >