ନୂଆବର୍ଷରେ ରାଜ୍ୟରେ ବଢିବ ଶୀତର ପ୍ରକୋପ । ଜାନୁଆରୀ ୧ ତାରିଖ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ । ଘନକୁହୁଡ଼ି ନେଇ ୧୦ଟି ଜିଲ୍ଲାକୁ ସତର୍କ ସୂଚନା ଜାରି । ଜାନୁଆରୀ ୧ରେ ବିଭିନ୍ନ ସ୍ଥାନରେ ଘନକୁହୁଡ଼ି ଦେଖିବାକୁ ମିଳିବ। ସୁନ୍ଦରଗଡ଼, କନ୍ଧମାଳ, ଖୋର୍ଦ୍ଧା, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କଟକ, ପୁରୀ, କେନ୍ଦ୍ରାପଡ଼ା ଏବଂ ଜଗତସିଂହପୁର ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି।
Read More >