ଆସନ୍ତାକାଲି ବା ଗୁରୁବାର ଆଶ୍ୱିନ କୃଷ୍ଣ ଚତୁର୍ଥୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ସେଥିପାଇଁ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୫ ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ରାତି ୧୦ଟା ପରେ ସମସ୍ତ ଶ୍ରଦ୍ଧାଳୁ ଶ୍ରୀଜୀଉଙ୍କ ଦର୍ଶନ କରିପାରିବେ।
Read More >