ଲୋକସେବା ଭବନରେ ଅଗ୍ନିକାଣ୍ଡ Bhubaneswar Share story: ଭୁବନେଶ୍ୱର: ଲୋକସେବା ଭବନରେ ବୁଧବାର ଅଗ୍ନିକାଣ୍ଡ ହୋଇଛି । ଏକ ଛୋଟ ଧରଣର ଅଗ୍ନିକାଣ୍ଡ ହୋଇଥିବାବେଳେ ନିଆଁକୁ ଆହତ୍ତ କରାଯାଇଛି । ବିଦ୍ୟୁତ ସର୍ଟସର୍କିଟ୍ ଯୋଗୁଁ ନିଆଁ ଲାଗିଥିବା କୁହାଯାଉଛି । ତେବେ ଏଥିରେ କାହାର କୌଣସି କ୍ଷୟକ୍ଷତି ହୋଇନଥିବା ଜଣାପଡ଼ିଛି । Swagatika Sahoo, Author, 29-10-2025 11:42AM