ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୭୨,୨୭୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୬୬,୧୫୦ ଟଙ୍କା ରହିଛି । ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୬,୬୧୫ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୫୨,୯୨୦ ଟଙ୍କା ରହିଛି ।
କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଗ୍ରାମ ପିଛା ୬,୬୧୫ ଟଙ୍କା ହୋଇଥିବାବେଳେ ୮ ଗ୍ରାମ୍ ପିଛା ୫୨,୯୨୦ ଟଙ୍କା ରହିଛି । ଏହାଛଡା ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୮୭ ରହିଥିବା ବେଳେ ୮ ଗ୍ରାମ୍ ପିଛା ୬୯୬ ଗ୍ରାମ ୧୦୦ପିଛା ୮,୭୦୦ ଓ ୧ କେଜି ପିଛା ୮୭,୦୦୦ ଟଙ୍କା ରହିଛି
ଅଧିକା ପଢନ୍ତୁ:ଆହୁରି ୪ ଦିନ ଜାରି ରହିବ କାଳବୈଶାଖୀର ପ୍ରଭାବ