ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪ର ଚତୁର୍ଥ ପର୍ଯ୍ୟାୟରେ ରାଜ୍ୟରେ କଳାହାଣ୍ଡି, କୋରାପୁଟ, ନବରଙ୍ଗ ପୁର ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ଓ ଏହା ଅନ୍ତର୍ଗତ ୨୮ଟି ବିଧାନସଭା କ୍ଷେତ୍ର ପାଇଁ ମତଦାନ ହୋଇସାରିଛି । ମତଦାନ ପରେ ଇଭିଏମ୍ଗୁଡ଼ିକୁ ବିଭିନ୍ନ ଷ୍ଟ୍ରଙ୍ଗ୍ରୁମ୍ରେ ସଂପୂର୍ଣ୍ଣ ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ରଖାଯାଇଛି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ନିକୁଞ୍ଜ ବିହାରୀ ଧଳ ପ୍ରକାଶ କରିଛନ୍ତି ।
Read More >