ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବଡ଼ ମହାସ୍ନାନ Bhubaneswar Share story: ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବଡ଼ ମହାସ୍ନାନ ହୋଇଛି । ଆଜି ସନ୍ଧ୍ୟାରେ ଭିତରକାଠରେ ରକ୍ତଛିଟା ପଡ଼ିବାରୁ ବଡ଼ ମହାସ୍ନାନ କରାଯାଇଛି । ଫଳରେ ଦେଢ଼ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିଥିଲା । ପୂର୍ବରୁ ମଧ୍ୟ ଅନେକ ଥର ରକ୍ତ ଛିଟା ପଡ଼ିବାରୁ ମହାପ୍ରଭୁଙ୍କର ବଡ଼ ମହାସ୍ନାନ କରାଯାଇଛି । Swagatika Sahoo, Author, 20-09-2025 7:31PM