ବାଲିକୁଦା-ଏରସମା ନିର୍ବାଚନ ମଣ୍ଡଳୀ ବିଜେପି ପକ୍ଷରୁ ଏକ ରୋଡ଼ ଶୋ ଅନୁଷ୍ଠିତ ହୋଇଯାଇଛି । ବାଲିକୁଦା-ଏରସମା ବିଜେପି ବିଧାୟକ ପ୍ରାର୍ଥୀ ସତ୍ୟ ସାରଥୀ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସାଧାରଣ ସଭାରେ ସାଂସଦ ପ୍ରାର୍ଥୀ ବିଭୁପ୍ରସାଦ ତରାଇ, ଜିଲ୍ଲା ଯୁବ ମୋର୍ଚ୍ଚା ସଭାପତି ସୁବୋଧ ବାରିକ, ରାଜ୍ୟ ଯୁବ ମୋର୍ଚ୍ଚା ପ୍ରଭାରୀ ସୁକାନ୍ତ ବିଶ୍ଵାଳଙ୍କ ସମେତ ହଜାର ହଜାର ବିଜେପି କର୍ମୀ ଉପସ୍ଥିତ ଥିଲେ ।
Read More >