ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
Khabar Odisha:people-in-the-state-raising-the-death-toll-to-seven
ଭୁବନେଶ୍ୱର ,ଜାନୁଆରୀ 18(ଖବର ଓଡ଼ିଶା):

 ରାଜ୍ୟରେ ଆଉ ୪ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି ପାଇଛି ।

ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ କଟକ , କେନ୍ଦ୍ରପଡ଼ା, କୋରାପୁଟ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

 

  • Tags:

Subscribe

National International State Sports Entertainment