ବାୟୁ ପ୍ରଦୂଷଣରେ ଦିଲ୍ଲୀକୁ ଟପୁଛି ଭୁବନେଶ୍ୱର । ପ୍ରଦୂଷଣ ପାଇଁ ଟ୍ୱିନ ସିଟିରେ ଲାଗିଲା କଟକଣା । ସନ୍ଧ୍ୟା ୬ଟାରୁ ସକାଳ ୧୦ଟା ପର୍ଯ୍ୟନ୍ତ କନଷ୍ଟ୍ରକସନ ବନ୍ଦ । ବାହାରେ ଆବର୍ଜନା କିମ୍ବା ଢ଼ାବାରେ କୋଇଲା ଜାଳିବା ଉପରେ ମଧ୍ୟ କଟକଣା ଜାରି କରାଯାଇଛି । ରାତିରେ ଭାରି ଯାନ ଚଳାଚଳ ଉପରେ ବି ଲାଗିଲା କଟକଣା ।
Read More >