ନୂଆଦିଲ୍ଲୀ: ସମ୍ଭାବ୍ୟ ବାତ୍ୟାକୁ ନେଇ ଲାଗି ରହିଥିବା କଳ୍ପନା ଜଳ୍ପନାରେ ସ୍ପଷ୍ଟତା ଆସିଛି । ଭାରତୀୟ ପାଣିପାଗ ବିଭାଗ ବାତ୍ୟା ନେଇ ସ୍ପଷ୍ଟ ସୂଚନା ଜାରି କରିଛି । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଆସନ୍ତା ୨୬ ତାରିଖରେ ସାମୁଦ୍ରିକ ଝଡ଼ରେ ରୂପାନ୍ତରିତ ହେବାର ସମ୍ଭାବନା ରହିଛି ।
Read More >