ରାଜ୍ୟରେ ଦ୍ଵିତୀୟ ପର୍ଯ୍ୟାୟ ମତଦାନ ଚାଲିଛି । ୫ ଲୋକସଭା ଏବଂ ୩୫ ବିଧାନସଭା ଆସନରେ ଚାଲିଛି ମତଦାନ । ଆସ୍କା, କନ୍ଧମାଳ, ବଲାଙ୍ଗିର, ବରଗଡ଼, ସୁନ୍ଦରଗଡରେ ମତଦାନ ଆରମ୍ଭ ହୋଇଛି । ସକାଳ ୭ରୁ ଭୋଟଗ୍ରହଣ ଆରମ୍ଭ ହୋଇଛି। ଏହାରି ଭିତରେ ଅଲମ୍ପିଆନ ଧାବିକା ଶ୍ରାବଣୀ ନନ୍ଦ ନିଜ ଜନ୍ମ ମାଟି ଫୁଲବାଣୀରେ ପ୍ରଥମ ଥର ପାଇଁ ମତଦାନ କରିଛନ୍ତି ।
Read More >