ବାଲିଅନ୍ତା ବଜାରରେ ଭୟାଵହ ଅଗ୍ନିକାଣ୍ଡ। ନିଆଁ ଲାଗି ୬ ଦାମୀ ଗାଡ଼ି ସହ ୪ ଦୋକାନ ଏବଂ ଗୋଟିଏ ଘର ପୋଡ଼ି ପାଉଁଶ ହୋଇ ଯାଇଛି। ସ୍ଥାନୀୟ ଲୋକଙ୍କ ଠାରୁ ଖବରପାଇ ବାଲିଅନ୍ତା ଅଗ୍ନିଶମ ବାହିନୀର କର୍ମଚାରୀମାନେ ଘଟଣାସ୍ଥଳରେ ପହଂଚି ଗାଡ଼ିରେ ଲାଗିଥିବା ନିଆଁ ଲିଭାଇଥିଲୋ। ତେବେ ନିଆଁ କିପରି ଲାଗିଲା ତାହା ସ୍ପଷ୍ଟ ଜଣା ପଡ଼ିନାହିଁ କିନ୍ତୁ ୧୦ ଜଣ ବ୍ୟକ୍ତି ଏହି ସ୍ଥାନରେ ନିଆଁ ଲଗାଇଥିବା ନେଇ ଜଣେ ବ୍ୟକ୍ତି କହିଛନ୍ତି।
Read More >