ରାଜଧାନୀର ପ୍ରତିଷ୍ଠିତ ବିଜେବି ସ୍ୱୟଂଶାସିତ ମହାବିଦ୍ୟାଳୟ ପରିସରରେ ଏକ ଭୟାବହ ପରିସ୍ଥିତି ସୃଷ୍ଟି ହୋଇଛି। କଲେଜର ଦୁଇଟି ପ୍ରମୁଖ ହଷ୍ଟେଲ ଅଶୋକ ଓ ଆମ୍ବେଦକର ହଷ୍ଟେଲର ଛାତ୍ରମାନଙ୍କ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ଘଟି ପୂରା କ୍ୟାମ୍ପସ ରଣକ୍ଷେତ୍ରରେ ପରିଣତ ହୋଇଛି। ଏହି ହିଂସାକାଣ୍ଡରେ ପ୍ରାୟ ୨୫ରୁ ଅଧିକ ଛାତ୍ର ଆହତ ହୋଇଥିବା ସୂଚନା ମିଳିଛି।
Read More >