ଭୁବନେଶ୍ୱର: ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ସହାୟକଙ୍କ ମୃତ୍ୟୁ ହୋଇଛି । ମନ୍ତ୍ରୀଙ୍କ ସରକାରୀ ବାସଭବନରେ ରହୁଥିବା ସହାୟକଙ୍କର ବିଦ୍ୟୁତ ଆଘାତରେ ମୃତ୍ୟୁ ଘଟିଥିବା ଜଣାପଡ଼ିଛି । କ୍ୟାପିଟାଲ ଥାନା ପୋଲିସ ପହଁଛି ମୃତ ଦେହକୁ ଜବତ କରିଛି । ଶବ ବ୍ୟବଚ୍ଛେଦ ପାଇଁ ପୋଲିସ ମୃତ ଦେହକୁ ପଠାଇ ଦେଇଛି । ସହାୟକ ସପରିବାର ସହିତ ମନ୍ତ୍ରୀଙ୍କ ବାସଭବନରେ ରହୁଥିଲେ ବୋଲି ଜଣାପଡ଼ିଛି ।
ଅଧିକ ପଢ଼ନ୍ତୁ- ପାନ ମସଲା ଉପରୁ ହଟିଲା କଟକଣା