ସକାଳୁ ସକାଳୁ ଅନୁଭୂତ ହେଲା କୋହଲା ପାଗ। ତେବେ ଦକ୍ଷିଣ ଝାଡ଼ଖଣ୍ଡ, ଉତ୍ତର ଛତିଶଗଡ଼ ଓ ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ଏକ ନିମ୍ନ ଚାପରେଖା ସକ୍ରିୟ ରହିଛି। ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଶେଷକରି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଏବଂ ଭଦ୍ରକ ଜିଲ୍ଲାର ବିଚ୍ଛିନ୍ନାଞ୍ଚଳରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହାସହିତ ୩୦ କିଲୋମିଟର ପ୍ରତି ଘଣ୍ଟା ବେଗରେ ପବନ ବହିବା ସହିତ ଝଡ଼ବର୍ଷା ହୋଇପାରେ।
Read More >