ଆଜି ସରିଛି ସିଏଚ୍ସିଇ ପରିଚାଳିତ +୨ ବର୍ଗର ସମସ୍ତ ପରୀକ୍ଷା। ତେବେ ଆସନ୍ତା ୪୦ରୁ ୪୫ ଦିନ ଭିତରେ ରେଜଲ୍ଟ ପ୍ରକାଶ ପାଇବ ବୋଲି କହିଛନ୍ତି ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ କୁମାର ପରିଡ଼ା। କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକରେ ୪ ଲକ୍ଷରୁ ଉର୍ଦ୍ଧ୍ବ ପିଲା ପରୀକ୍ଷା ଦେଇଥିବାବେଳେ ୫ ହଜାର ପିଲା ଅନୁପସ୍ଥିତ ଥିଲେ। ଏପ୍ରିଲ ୨ରୁ ଯୁକ୍ତ ଦୁଇ ଖାତାଦେଖା ଆରମ୍ଭ ହେବ। ଖାତା ମୂଲ୍ୟାୟନ ପାଇଁ ୧୫୧ ମୂଲ୍ୟାୟନ କେନ୍ଦ୍ର ସହିତ ୧୬ ହଜାର ଅଧ୍ୟାପକ ନିୟୋଜିତ ହୋଇଛନ୍ତି।
Read More >