ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନ ପାଇଁ ମୁଖ୍ୟ ବିରୋଧୀ ଦଳ ବିଜୁ ଜନତା ଦଳ ଗୋଟିଏ ପାଦ ଆଗକୁ ଯାଇ ଦୁଇ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିସାରିଛି । ଏବେ ଶାସକ ଦଳ ବିଜେପିର ପାଳି । ତେବେ ନାମାଙ୍କନ ଭରିବାକୁ ଆଉ ମାତ୍ର ୪ ଦିନ ବାକି ଥିବାବେଳେ ବିଜେପି ଏ ଯାଏ ପ୍ରାର୍ଥୀ ଘୋଷଣା କରିନାହିଁ । ବିଜେପି ପୁଣି ଏକ ଆଦିବାସୀ କାର୍ଡ ଖେଳିବା ପାଇଁ ଯୋଜନା ପ୍ରସ୍ତୁତ କରୁଥିବା କୁହାଯାଉଛି ।
Read More >