Home >
୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୧୯ କରୋନା ସଂକ୍ରମିତ,୧୮ ବର୍ଷରୁ କମ୍‌ ବୟସର ୩୨ ଜଣ ଆକ୍ରାନ୍ତ
Khabar Odisha:In-24-hours-217-coronas-were-detected-in-the-state-and-32-people-under-the-age-of-18-were-infected
ଭୁବନେଶ୍ୱର ,ନଭେମ୍ବର 26(ଖବର ଓଡ଼ିଶା):

 ଗତ ୨୪ ଘଣ୍ଟା ମଧ୍ୟରେ ୨୧୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୮୨୨୮ରେ ପହଞ୍ଚିଛି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୧୩୧ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୮୮ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୨ ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୮୨୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୩୮୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୭୩୮୭ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୩୫୧୩୩୧୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

  • Tags:

Subscribe

National International State Sports Entertainment