Home >
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୩୬ ଜଣ କରୋନା ପଜିଟିଭ୍ ଚିହ୍ନଟ,୩୪୬ ଜଣ ସ୍ଥାନୀୟ ସଂକ୍ରମିତ
Khabar Odisha:In-the-last-24-hours-836-corona-positive-people-have-been-detected-in-the-state-346-people-have-been-infected-locally
ଭୁବନେଶ୍ବର, ଅଗଷ୍ଟ 6(ଖବର ଓଡ଼ିଶା):

 ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୩୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୯୦ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୪୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୪୮ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୧୮୧୪୫କୁ ବୃଦ୍ଧି ପାଇଛି ।

ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୧୮୧୪୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । 

  • Tags:

Subscribe

National International State Sports Entertainment