ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୭୨,୯୩୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୬୬,୮୫୦ଟଙ୍କା ରହିଛି । ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୬,୬୮୫ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୫୩,୪୮୦ ଟଙ୍କା ରହିଛି ।
କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଗ୍ରାମ ପିଛା ୬,୬୮୫ ଟଙ୍କା ହୋଇଥିବାବେଳେ ୮ ଗ୍ରାମ୍ ପିଛା ୫୩,୪୮୦ ଟଙ୍କା ରହିଛି । ସେହିପରି ୨୪ କ୍ୟାରେଟ୍ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୭୨,୯୩୦ରହିଛି । ତେବେ ଗତକାଲି ଅପେକ୍ଷା ଆଜି ଟ୍ୱିନ୍ସିଟିରେ ସୁନା ଦର ବୃଦ୍ଧି ହୋଇଛି । ଏହାଛଡା ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୧୦୧ ଟଙ୍କା ରହିଥିବା ବେଳେ ୮ ଗ୍ରାମ୍ ପିଛା ୮୦୮ ଟଙ୍କା, ୧୦୦ ଗ୍ରାମ୍ ପିଛା ୧୦,୧୦୦ ଓ ୧ କେଜି ପିଛା ୧,୦୧,୦୦୦ଟଙ୍କା ରହିଛି ।
ଅଧିକା ପଢନ୍ତୁ: ଝିଅ ଘରୁ ଫେରୁଥିବା ସମୟରେ ଚାଲିଗଲା ବାପାର ଜୀବନ : ପରିବାରରେ ଶୋକର ଛାୟା