Home >
ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୦କୁ ବୃଦ୍ଧି
Khabar Odisha:Two-more-people-were-killed-in-the-state-and-the-death-toll-rose-to-420
ଭୁବନେଶ୍ୱର ,ଡିସେମ୍ବର ୪(ଖବର ଓଡିଶା):

 ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୯୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨ଜଣଙ୍କ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।

ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୨୦ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ ଯାଜପୁର ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

  • Tags:

Subscribe

National International State Sports Entertainment