ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୭୨,୦୫୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୫୪,୦୪୦ ଟଙ୍କା ରହିଛି । ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୬,୬୦୫ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୫୨,୮୪୦ ଟଙ୍କା ରହିଛି କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଗ୍ରାମ ପିଛା ୬,୬୦୫ ଟଙ୍କା ହୋଇଥିବାବେଳେ ୮ ଗ୍ରାମ୍ ପିଛା ୫୨,୮୪୦ଟଙ୍କା ରହିଛି । ଏହାଛଡା ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୮୭.୫୦ ରହିଥିବା ବେଳେ ୮ ଗ୍ରାମ୍ ପିଛା ୭୦୦ ଟଙ୍କା । ଗ୍ରାମ ୧୦୦ ପିଛା ୮,୭୫୦ ଓ ୧ କେଜି ପିଛା ୮୭,୫୦୦ଟଙ୍କା ରହିଛି ।
ଅଧିକା ପଢନ୍ତୁ:ଆଜି କେତେ ଅଛି ସୁନା ଦର