Home >
୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୩ କରୋନା ସଂକ୍ରମିତ, ୧୮ ବର୍ଷରୁ କମ୍‌ ବୟସର ୨୩ ଜଣ ଆକ୍ରାନ୍ତ
Khabar Odisha:Within-24-hours-the-state-was-diagnosed-with-183-coronary-heart-disease-with-23-people-under-the-age-of-18-infected
ଭୁବନେଶ୍ବର, ଡିସେମ୍ବର ୦୪ (ଖବର ଓଡ଼ିଶା):

 ଗତ ୨୪ ଘଣ୍ଟା ମଧ୍ୟରେ ୧୯୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୦୦୬୦ରେ ପହଞ୍ଚିଛି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୪ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୭୯ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୨୩ ଜଣ ରହିଛନ୍ତି ।

  • Tags:

Subscribe

National International State Sports Entertainment