Home >
୨୪ ଘଣ୍ଟାରେ କାଳବୈଶାଖୀ ବର୍ଷା ସମ୍ଭାବନା, ସତର୍କ ସୂଚନା ଜାରି
Khabar Odisha:state-odisha--rain-thunderstorm-likely-to-occur-in-next-24-hour-in-odisha
ଭୁବନେଶ୍ୱର, ମାର୍ଚ୍ଚ ୧୫(ଖବର ଓଡିଶା)

ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ସମ୍ଭାବନା । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓ ଦକ୍ଷିଣ ଓଡିଶାରେ ବର୍ଷା ହୋଇପାରେ । ଉତ୍ତର ଓଡିଶାର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ଥିବାବେଳେ ଦକ୍ଷିଣ ଓଡିଶାର ଗୋଟିଏ କିମ୍ୱା ଦୁଇଟି ସ୍ଥାନରେ ବର୍ଷ ସମ୍ଭାବନା ହୋଇପାରେ । ନୟାଗଡ, ଖୋର୍ଦ୍ଧା ଓ କନ୍ଧମାଳରେ ମଧ୍ୟ ବର୍ଷା ହେବାର ପୂର୍ବନୁମାନ କରାଯାଇଛି । କାଳବୈଶାଖୀ ବର୍ଷା ସହ ବଜ୍ରପାତ ହେବା ସମ୍ଭାବନା ରହିଛି । ତେବେ ଏହି ଅଞ୍ଚଳରେ ଗୁଡିକରେ ସତର୍କ ରହିବାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି । 

Subscribe

National International State Sports Entertainment