ଚଳିତ ଲୋକସଭା ନିର୍ବାଚନ ପାଇଁ ଆଜି ବିଜେପିର ନିର୍ବାଚନୀ ଇସ୍ତାହାର ବା ‘ସଂକଳ୍ପ ପତ୍ର’ ଉନ୍ମୋଚିତ ହୋଇଛି । ଦିଲ୍ଲୀ ସ୍ଥିତ ବିଜେପି ମୁଖ୍ୟାଳୟରେ ସଂକଳ୍ପ ପତ୍ର ଉନ୍ମୋଚନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଅବସରରେ ନିର୍ବାଚନୀ ଇସ୍ତାହାର କମିଟିର ମୁଖ୍ୟ ରାଜନାଥ ସିଂହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓ ଅନ୍ୟ ଦଳୀୟ ନେତା ମଧ୍ୟ ଉପସ୍ଥିତି ରହିଥିଲେ।
Read More >